News portal website
before header
[URIS id=5393]

ଓଡ଼ିଶାକୁ ଆସିଲା ସ୍ପୁଟନିକ୍‌ -ଭି ଟିକା!!

0 231

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୮-୦୬-୨୦୨୧

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟିକାକରଣକୁ ଯୋରଦାର କରିଛନ୍ତି ରାଜ୍ୟ ସରକାର। କାରଣ କରୋନାରୁ ବଞ୍ଚିବା ପାଇଁ କରୋନା ଟିକା ହେଉଛି ଏକମାତ୍ର ସଞ୍ଜୀବନୀ। ସେଥିପାଇଁ ସମସ୍ତଙ୍କୁ ନିଶ୍ଚିତ ଟିକା ନେବା ପାଇଁ ଅନୁରୋଧ କରାଯାଉଛି। ତେବେ ପୂର୍ବରୁ ଓଡ଼ିଶାରେ କେବଳ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ମିଳୁଥିବା ବେଳେ ଏବେ ଆଉ ଏକ ଟିକା ସାମିିଲ ହୋଇଛି। ଓଡ଼ିଶାକୁ ଆସିଲା ସ୍ପୁଟନିକ୍‌ ଭି ଟିକା।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସ୍ପୁଟନିକ୍‌ ଭି ଟିକାକୁ ଋଷ ଉତ୍ପାଦନ କରିଥିଲା। ଓଡ଼ିଶାର ଦୁଇଟି ଘରୋଇ ହସ୍ପିଟାଲରେ ଉପଲବ୍ଧ ହୋଇଛି ସ୍ଫୁଟନିକ-ଭି ଟିକା। କିନ୍ତୁ ଏହି ଟିକାକୁ ଏପର୍ଯ୍ୟନ୍ତ ରାଜ୍ୟ ସରକାର ମାଗଣା କରିନାହାନ୍ତି। ଏହି ଟିକା ବିନା ମୂଲ୍ୟରେ ମିଳିପାରିବ ନାହିଁ। ସ୍ଫୁଟନିକ-ଭି କରୋନା ଟିକାର ମୂଲ୍ୟ ୧୧୪୫ଟଙ୍କା ରହିଛି। କୋୱିନ୍ ଆପରେ ପଞ୍ଜିକରଣ କରି ଲୋକେ ଏହାକୁ ନେଇ ପାରିବେ। ଘରୋଇ ହସ୍ପିଟାଲ ସିଧାସଳଖ ଟିକା ଉତ୍ପାଦନ କମ୍ପାନୀ ଠାରୁ କିଣିବା ପାଇଁ ଅନୁମତି ମିଳିଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.