News portal website
before header
[URIS id=5393]

୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କରୋନା ପଜିଟିଭ ଚିହ୍ନଟ!!

0 216

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୯-୦୬-୨୦୨୧

ଆଜି କରୋନାର ଦୈନିକ ସଂକ୍ରମଣରେ ଦ୍ରୁତ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।ନୂତନ ସଂକ୍ରମିତଙ୍କ ମଧ୍ୟରେ ୧୫୧୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୧୧୨୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ଅନୁଗୁଳରୁ ୮୯, ବାଲେଶ୍ବରରୁ ୩୯୭, ବରଗଡରୁ ୨୧, ଭଦ୍ରକରୁ ୧୨୮, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୧୯, କଟକରୁ ୨୬୬, ଦେବଗଡରୁ ୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୩୨, ଯାଜପୁରରୁ ୧୬୨, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିପରି କେନ୍ଦ୍ରାପଡାରୁ ୫୫, କେଉଁଝରରୁ ୭୦, ଖୋର୍ଦ୍ଧାରୁ ୩୬୫, କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ମୟୂରଭଞ୍ଜରୁ ୧୫୫, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯୨, ନୂଆପଡାରୁ ୮, ପୁରୀରୁ ୧୭୮, ରାୟଗଡାରୁ ୪୯, ସମ୍ବଲପୁରରୁ ୨୩, ସୋନପୁରରୁ ୨୫, ସୁନ୍ଦରଗଡରୁ ୨୮ ଓ ଷ୍ଟେଟପୁଲରୁ ୭୩ ଜଣ ସଂକ୍ରମିତ ରହିଛନ୍ତି ।

ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯କୁ ବୃଦ୍ଧି ପାଇଛି । ସେ ମଧ୍ୟରୁ ୮୭୦୭୮୭ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୧୬୧୯ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏବେ ସୁଦ୍ଧା ୧୩୬୮୪୨୨୧ ଜଣଙ୍କର କରୋନା ନମୁନା ସଂଗ୍ରହ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.