News portal website
before header
[URIS id=5393]

ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ!!

0 186

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୧-୦୭-୨୦୨୧

ସାରା ରାଜ୍ୟରେ ଧୀରେ ଧୀରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହେଉଛି । ଆଜିଠାରୁ ୨୦ ଜିଲ୍ଲାରେ କଟକଣା କୋହଳ ହୋଇଛି । ତେବେ ଦୈନିକ ସଂକ୍ରମଣ ମଧ୍ୟ କିମିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ କହିଛି ।ସେମାନଙ୍କ ମଧ୍ୟରୁ ୧୭୭୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୧୩୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ଅନୁଗୁଳରୁ ୭୮, ବାଲେଶ୍ବରରୁ ୨୪୬, ବରଗଡରୁ ୩୬, ଭଦ୍ରକରୁ ୧୪୫, ବଲାଙ୍ଗୀରରୁ ୨୧, ବୌଦ୍ଧ ୩୫, କଟକରୁ ୪୬୨, ଦେବଗଡରୁ ୩, ଢେଙ୍କାନାଳରୁ ୯୫, ଗଜପତିରୁ ୧୬, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୨୦୫, ଝାରସୁଗୁଡାରୁ ୫, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୨୮ ଜଣ ସଂକ୍ରମିତ ରହିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିପରି କେନ୍ଦ୍ରାପଡାରୁ ୭୦, କେଉଁଝରରୁ ୭୨, ଖୋର୍ଦ୍ଧାରୁ ୫୮୪, କୋରାପୁଟରୁ ୭୭, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୧୧୦, ନୂଆପଡାରୁ ୬, ପୁରୀରୁ ୧୮୯, ରାୟଗଡାରୁ ୨୧, ସମ୍ବଲପୁରରୁ ୩୧, ସୋନେପୁରରୁ ୨୪, ସୁନ୍ଦରଗଡରୁ ୫୯ ଓ ଷ୍ଟେଟ ପୁଲରୁ ୯୭ ଜଣ ସଂକ୍ରମିତ ରହିଛନ୍ତି ।

ଆଜିର ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ମାମଲା ୯୧୨୮୮୭କୁ ବୃଦ୍ଧି ପାଇଛି । ସେମଧ୍ୟରୁ ୮୭୭୫୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୧୨୩୧ ଜଣ ଚିକିତ୍ସାଧୀନ ଅଛନ୍ତି । ଏବେ ସୁଦ୍ଧା ୧୩୮୩୩୮୭୦ଟି କରୋନା ନମୁନା ସଂଗ୍ରହ ହୋଇସାରିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.