ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ବର

ତା-୦୨-୦୭-୨୦୨୧
କରୋନା ଭୂତାଣୁ ସଂକ୍ରମଣର ଦ୍ବିତୀୟ ଲହରକୁ ରୋକିବା ପାଇଁ ରାଜ୍ୟ ସରକାର କ୍ୟାଟେଗୋରି “ବି” ଅନ୍ତର୍ଗତ ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ବାଲେଶ୍ବର, ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରେ ସପ୍ତାହାନ୍ତ ସଟ୍ଡାଉନ୍ ବଳବତ୍ତର ରହିବ।ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ।
