News portal website
before header
[URIS id=5393]

ନିଆଁ ଲାଗି ଚାରିବଖରା ଜଳିଗଲା

0 421

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୩-୦୭-୨୦୨୧

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର । ଏଥିରେ ଜଣେ ଆହତ ହେବା ସହ ଗୋଟିଏ ଗାଈ ଜୀଅନ୍ତା ଦଗ୍ଧ ହୋଇଯାଇଛି ।ଏପରି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦେବଲୀ ଗ୍ରାମରେ ।ସୂଚନାନୁସାରେ, ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦେବିଲି ଗାଁର ଦିଜ ଜେନାଙ୍କ ଚାରି ବଖରା ଘରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଫଳରେ ଚାରି ବଖରା ଘର ଜଳି ଯିବା ସହ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ନିଆଁରେ ତିନୋଟି ଗାଈ ଆହତ ହୋଇଥିବା ବେଳେ ଆଉ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛି । ପରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।ସେହିପରି ନିଆଁକୁ ଆୟତ୍ତ କରିବାକୁ ଯାଇ ଦିଜ ଜେନା ନିଜେ ଆହତ ହୋଇଥିଲେ । ତାଙ୍କୁ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.