News portal website
before header
[URIS id=5393]

ଆଜି ମହାମାରୀରେ ୪୫ ଜଣ ସଂକ୍ରମିତଙ୍କ ମୃତ୍ୟୁ!!

0 152

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୩-୦୭-୨୦୨୧

ରାଜ୍ୟରେ ଦୈନିକ ସଂକ୍ରମଣ ନିୟନ୍ତ୍ରଣରେ ରହିଥିବାବେଳେ ବେଲଗାମ ହୋଇପଡିଛି କରୋନାରେ ଦୈନିକ ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ଆଉ ୪୫ଜଣଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି ।ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, କଟକ ଓ ବରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଛନ୍ତି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼ ଓ ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼ ଓ ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି।ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.