News portal website
before header
[URIS id=5393]

ଉଦଳାରେ ମଲ୍ଟି ପ୍ରପୋଜ ଇନଡୋର ଷ୍ଟାଡିୟମ

0 151

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୩-୦୭-୨୦୨୧

ଉଦଳାରେ ଏକ ମଲ୍ଟି ପ୍ରପୋଜ ଇନ୍‌ଡୋର ଷ୍ଟାଡିୟମ ପ୍ରତିଷ୍ଠା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଏନେଇ କ୍ରୀଡାବିତ, ସମାଜସେବୀ ଓ ବରିଷ୍ଠ ରାଜନେତାଙ୍କ ସହ ୫-ଟି ସଚିବ ଭି. କେ. ପାଣ୍ଡିଆନ ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅ।ୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନା ଅଂଶଗ୍ରହଣ କରି ଉଦଳାବାସୀଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ରାଜ୍ୟର ଅନ୍ୟାନ୍ୟ କିଛି ପ୍ରମୁଖ ସହରବାସୀଙ୍କ ସହ ଉଦଳାର ବିଭିନ୍ନ ବର୍ଗର ଲୋକ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ତିନିଟି ସ୍ଥାନ ସହ ଭି. କେ ପାଣ୍ଡିଆନ୍ ଭିଡି଼ଓ କନଫେରେନ୍ସି ଜରିଆରେ ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, କୁଆଁରମୁଣ୍ଡା ଵ୍ଲକ ଓ ରାଜଗାଙ୍ଗପୁର ଵ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଭିସିରେ ଜିଲ୍ଲାର ଖେଳାଳିମାନେ ମଲ୍ଟି ପରପୋଜ ଇଣ୍ଡୋର ଷ୍ଟାଡିୟମ ମଞ୍ଜୁର କରିବା ପାଇଁ ଅନୁରୋଧ କରିଛନ୍ତି ।

ଜିଲ୍ଲାର ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଖେଳାଳି, ଲୋକ ପ୍ରତିନିଧି, ପୂର୍ବତନ ଲୋକ ପ୍ରତିନିଧି ଏବଂ ବୁଦ୍ଧିଜୀବୀମାନେ ଏହି ଭିସିରେ ସାମିଲ ହୋଇଥିଲେ । ସେପଟେ ସୁନ୍ଦରଗଡ଼ ଜିଲ୍ଲାରେ କ୍ରୀଡାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଥିବାରୁ ଖେଳାଳିମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ସୁନ୍ଦରଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.