News portal website
before header
[URIS id=5393]

ଶ୍ରୀ ଜିୟୁଙ୍କ ଅଣସର ସେବା ଜାରିରହିଛି

0 305

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୪-୦୭-୨୦୨୧

ଶ୍ରୀମନ୍ଦିରରେ ଚାଲିଛି ଶ୍ରୀଜିଉ ମାନଙ୍କ ଅଣସର ସେବା ପୂଜା। ଆଜି ଦଶମୀ ତିଥିରେ ଶ୍ରୀଜିଉଙ୍କ ଚକା ବିଜେ ନୀତି କରାଯିବ। ଦଶମୀ ତିଥିରେ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଯୋଗାଇ ଦିଆଯିବ।ସ୍ନାନ ପୂର୍ଣ୍ଣମୀ ଠାରୁ ମହାପ୍ରଭୁଙ୍କ ଏହି ଗୁପ୍ତ ପୂଜା ଦଇତାପତି ସେବାୟତମାନେ କରୁଛନ୍ତି । ଅନବସରର ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀ ଅଙ୍ଗରେ ଫୁଲୁରୀ ଲାଗି କରାଯାଇଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପରେ ଶ୍ରୀ ବିଗ୍ରହ ମାନଙ୍କୁ ଓଷୁଅ ଲାଗି କରାଯାଇଛି ।ଗତ ବର୍ଷପରି ଚଳିତ ବର୍ଷ ମଧ୍ଯ କରୋନା କଟକଣା ଭିତରେ ପାଳନ ହେବ ରଥଯାତ୍ରା। ଏଥର ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଡଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ। ଏବଂ ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯିବ। ଏବଂ ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.