News portal website
before header
[URIS id=5393]

ରାଜସ୍ଥାନ କୁ ଗଞ୍ଜେଇ ଚାଲାଣ ବେଳେ ରାୟଗଡ଼ା ପୋଲିସର ଚଢାଉ

0 208

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୪-୦୭-୨୦୨୧

ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସକୁ ମିଳିଛି ବଡ ସଫଳତା । ଢେପାଗୁଡା ନିକଟରେ ଟ୍ରକରେ ରାଜସ୍ଥାନ ଆଜମେରକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଲୋଡିଂ ହେଉଥିବା ବେଳେ ଚଢାଉ କରିଥିଲା ପୋଲିସ । ଘଟଣାରେ ୬ ଜଣ ଚୋରା ଚାଲାଣକାରୀକୁ ଗିରଫ କରିବା ସହ ବ୍ୟବହୃତ ଟ୍ରକ୍, ଟ୍ରାକ୍ଟର, ଅଟୋ ସହ ୭.୮ କ୍ବିଣ୍ଟାଲ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି ।ତେବେ ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୭୮ଲକ୍ଷରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଗିରଫ ଚାଲାଣକାରୀ ମଧ୍ୟରେ ଜବତ ଟ୍ରକର ମାଲିକ, ଡ୍ରାଇଭର ଓ ସ୍ଥାନୀୟ ୪ ଜଣ ବ୍ୟବସାୟୀ ଅନ୍ତର୍ଭୁକ୍ତ। ଟ୍ରକଟି ବିଶାଖାପାଟଣାରୁ ଫେରୋ ନିକେଲ ନେଇ ରାଜସ୍ଥାନର ଆଜମେରକୁ ଯାଉଥିବା ବେଳେ ପୋଲିସ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ୬ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ଥିବା ନେଇ ତଦନ୍ତ ଜାରି ରହିଥିବା କହିଛନ୍ତି ମୁନିଗୁଡା ଏସଡିପିଓ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.