News portal website
before header
[URIS id=5393]

ଦୈନିକ ସଂକ୍ରମଣ ୨୮୦୩

0 224

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୫-୦୭-୨୦୨୧

ଟ୍ବିନସିଟିରେ କରୋନା ସଂକ୍ରମଣ କମୁଥିବା ଜଣାପଡିନି । ସମାନ ପରିସ୍ଥିତି ବଳବତ୍ତର ରହିଥିବାବେଳେ ବିଶେଷ ପରିବର୍ତ୍ତନ ଦେଖାଯାଇନି । ଗତ ୨୪ ଘଣ୍ଟା ମଧ୍ୟରେ ପୂରା ରାଜ୍ୟରୁ ୨୮୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ରହିଥିବାବେଳେ ପଛକୁ ରହିଛି କଟକ । ଉଭୟ ଜିଲ୍ଲାରେ ୪୦୦ ଉପରେ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ନୂତନ ସଂକ୍ରମିତଙ୍କ ମଧ୍ୟରେ ୧୫୯୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୨୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ଜଣାପଡିଛି ।ଆଜି ଅନୁଗୁଳରୁ ୯୭, ବାଲେଶ୍ବରରୁ ୧୫୫, ବରଗଡରୁ ୧୭, ଭଦ୍ରକରୁ ୧୩୧, ବଲାଙ୍ଗୀରରୁ ୩, ବୌଦ୍ଧରୁ ୨୧, କଟକରୁ ୪୪୧, ଦେବଗଡରୁ ୯, ଢେଙ୍କାନାଳରୁ ୬୭, ଗଜପତିରୁ ୧୦, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୧୧୭, ଯାଜପୁରରୁ ୧୫୩, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିପରି କେନ୍ଦ୍ରାପଡାରୁ ୧୧୯, କେଉଁଝରରୁ ୬୪, ଖୋର୍ଦ୍ଧାରୁ ୪୭୫, କୋରାପୁଟରୁ ୬୫, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୯୩, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୧୫, ନୂଆପଡାରୁ ୮, ପୁରୀରୁ ୧୫୪, ରାୟଗଡାରୁ ୫୪, ସମ୍ବଲପୁରରୁ ୩୨, ସୋନପୁରରୁ ୧୮, ସୁନ୍ଦରଗଡରୁ ୬୨, ଓ ଷ୍ଟେଟ ପୁଲରୁ ୯୧ ଜଣ ପଜିଟିଭ ଅଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯କୁ ବୃଦ୍ଧି ପାଇଛି । ସେମଧ୍ୟରୁ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯୬୨୦ ଜଣ ଚିକିତ୍ସାଧୀନ ଅଛନ୍ତି । ଏଯାବତ ୧୪୧୨୫୫୧୧ଟି କରୋନା ନମୁନା ସଂଗ୍ରହ ହୋଇଥିବା ଜଣାପଡିଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.