News portal website
before header
[URIS id=5393]

ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ

0 216

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୭-୨୦୨୧

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜମ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ ଚିହ୍ନଟ ହୋଇଛନ୍ତି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.