News portal website
before header
[URIS id=5393]

ଚବିଶ ଘଣ୍ଟାରେ ୨୬୦୪ ସଂକ୍ରମଣ

0 201

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୭-୦୬-୨୦୨୧

ପୁଣି ଖୋର୍ଦ୍ଧାରେ ବଢିଲା ସଂକ୍ରମଣ, ଆଜି ଚିହ୍ନଟ ହେଲେ ୨୬୦୪ ଜଣ କରୋନା ପଜିଟିଭ। ଟ୍ବିନସିଟିରେ କରୋନା ସଂକ୍ରମଣ କମିବାର ନାଁ ଧରୁନି। ଗତକାଲି କଟକରେ ସଂକ୍ରମଣ ସର୍ବାଧିକ ଥିଲା ଆଜି ଖୋର୍ଦ୍ଧାରୁ ୫୦୦ ଟପିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୬୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୪୯୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।ଆଜି ଅନୁଗୁଳରୁ ୯୯, ବାଲେଶ୍ବରରୁ ୧୬୪, ବରଗଡରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨୧, କଟକରୁ ୩୯୭, ଦେବଗଡରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡାରୁ ୨୬, କଳାହାଣ୍ଡିରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିପରି କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୫୯,କେଉଁଝରରୁ ୭୨, ଖୋର୍ଦ୍ଧାରୁ ୫୨୯, କୋରାପୁଟରୁ ୩୨, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୪୧,ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୨, ନୂଆପଡାରୁ ୫, ପୁରୀରୁ ୧୭୪, ରାୟଗଡାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭, ସୁନ୍ଦରଗଡରୁ ୬୪ ଓ ଷ୍ଟେଟପୁଲରୁ ୧୦୧ ଜଣ ସଂକ୍ରମିତ ରହିଛନ୍ତି ।

ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୯୭୮୮କୁ ବୃଦ୍ଧି ପାଇଛି । ସେମଧ୍ୟରୁ ୮୯୭୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୮୦୧୫ଟି ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ୧୪୨୬୩୧୬୩ଟି କରୋନା ନମୁନା ସଂଗ୍ରହ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.