News portal website
before header
[URIS id=5393]

ଆଜି ରାଜ୍ୟରେ ୨୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0 206

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୯-୦୭-୨୦୨୧

ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ମହାମାରୀରେ ଚାଲୁଥିବା ସମସ୍ୟାକୁ ନେଇ ସତେ ଯେମିତି ଲାଗୁଛି କୋରୋନା କେତେବେଳେ କମୁଛି ତ ଆଉ କେତେବେଳେ ପୁଣି ଦୈନିକ ସଂକ୍ରମଣ ବଢି ଭୟ ବଢାଉଛି ।ଆଜି ରାଜ୍ୟରେ ୨୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ରାଜ୍ୟରେ ୨୫୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ପୁଣି ବଢିଛି ।

ଆଜି ୨୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ କୁ ବୃଦ୍ଧି ପାଇଛି ।ଆଜି ୧୬୧୩ ଜଣ କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୯୩ ଟି ଲୋକାଲ କେସ୍ ରହିଛି ।ତେବେ ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଳାରୁ ୫୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ କଟରୁ ୪୪୧ ଜଣ କରୋନା କେସ୍ ସାମ୍ନାକୁ ଆସିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିଭଳି ଅନୁଗୋଳରୁ ୧୦୨, ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକ୍ ରୁ ୮୩, ବଲାଙ୍ଗୀରରୁ ୧୦, ବୌଦ୍ଧରୁ ୯, ଦେବଗଡ ରୁ ୪, ଢେଙ୍କାନାଳରୁ ୧୨୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରୁ ୧୧୯, ଯାଯପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡାରୁ ୫୭, କେନ୍ଦୁଝରରୁ ୭୨ ।

କୋରାପୁଟରୁ ୨୯, ମାଲକାନାଗିରିରୁ ୩୫, ମୟୁରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡାରୁ ୭, ପୁରୀରୁ ୧୩୮, ରାୟଗଡାରୁ ୩୦, ସମ୍ବଲପୁରରୁ ୨୬, ସୁବର୍ଣ୍ଣପୁରୁ ୧୬, ସୁନ୍ଦରଗଡ ୬୫, ଷ୍ଟେଟ୍ ପୁଲରୁ ୧୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.