[URIS id=5393]
ଅଷ୍ଟିନ୍ ନ୍ଯୁଜ /ଯାଜପୁର

ତା -୨୩/୦୮/୨୦୨୧
ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣର ହାର। ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୪୩ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୧ଜଣ ପଜିଟିଭ ରହିଛନ୍ତି।
