News portal website
before header
[URIS id=5393]

ଦିନକରେ ୧୩୧ ଜଣ ଶିଶୁ କରୋନା ପଜେଟିଭ

0 207

ଅଷ୍ଟିନ ନ୍ଯୁଜ/ ଭୁବନେଶ୍ବର:
ତା -୨୫/୦୮/୨୦୨୧

Notice

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.