News portal website
before header
[URIS id=5393]

ରାଜ୍ୟରେ ୭୩% ଲୋକଙ୍କ ଠାରେ ସୃଷ୍ଟି ହୋଇଛି ଆଣ୍ଟିବଡି : ସେରୋ ସର୍ଭେ ଫଳାଫଳ

0 208

Notice

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

ତା-୨୭-୦୯-୨୦୨୧

ରାଜ୍ୟର ୧୨ ଜିଲ୍ଲାର ସେରୋ ସର୍ଭେ ଫଳାଫଳ ଘୋଷଣା କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ସଂଘମିତ୍ରା ପତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ରାଜ୍ୟରେ ୭୩% ଲୋକଙ୍କ ଠାରେ ଆଣ୍ଟିବଡି ସୃଷ୍ଟି ହୋଇଥିବା ବେଳେ ୯୩% ସ୍ୱାସ୍ଥ୍ୟକର୍ମୀଙ୍କଠାରେ ଆଣ୍ଟିବଡି ସୃଷ୍ଟି ହୋଇଛି ଏଵଂ ୭୦ ପ୍ରତିଶତ ଶିଶୁଙ୍କଠାରେ ଆଣ୍ଟିବଡି ସୃଷ୍ଟି ହୋଇଛି। ଏହା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୧% ଲୋକଙ୍କ ଠାରେ ଆଣ୍ଟିବଡି ସୃଷ୍ଟି ହୋଇଥିବା ବେଳେ ଆଣ୍ଟିବଡି ମିଳିଥିବା ୬୬% ବ୍ୟକ୍ତି ପ୍ରଥମ ଡୋଜ ନେଇ ସାରିଥିଲେ। ଏ ସମ୍ପର୍କରେ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି। 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

Leave A Reply

Your email address will not be published.