News portal website
before header
[URIS id=5393]

ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ, ଏଣିକି ଗୋଟିଏ ପ୍ଲାଟଫର୍ମରେ ସବୁ ସୁବିଧା

0 158

 

Notice

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

ତା-୨୭-୦୯-୨୦୨୧

“ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ”ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଭିଡିଓ କନ୍ଫରେନ୍ସି ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି ପିଏମ୍ ମୋଦୀ । ଏଣିକି ଗୋଟିଏ ପ୍ଲାଟଫର୍ମରେ ସବୁ ପ୍ରକାର ସୁବିଧା ମିଳିପାରିବ। ତେବେ ଏଠାରେ ସୂଚନା ଥାଉକି ଗତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସାରା ଦେଶରେ ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ୍ ନେଇ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ।   ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନରେ ଦେଶର ପ୍ରତ୍ୟେକ ନାଗରିକଙ୍କ ଏକ ହେଲ୍‌ଥ ଆଇଡି ରହିବ ଯେଉଁଟି ସଂପୂର୍ଣ୍ଣ ଡିଜିଟାଲ୍ ହେବ। ଏଥିରେ ବ୍ୟକ୍ତିଗତ ସ୍ୱାସ୍ଥ୍ୟର ରେକର୍ଡ ରହିବ। ଏକ ମୋବାଇଲ୍ ଆପ୍ଲିକେସନ୍ ଜରିଆରେ ଏହାକୁ ଲିଙ୍କ କରାଯାଇ ଦେଖିହେବ। https://healthid.ndhm.gov.in/register ରେ ରେଜିଷ୍ଟ୍ରେସନ କରି ସ୍ୱାସ୍ଥ୍ୟ ID ମଧ୍ୟ ସୃଷ୍ଟି କରିପାରିବେ। 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

Leave A Reply

Your email address will not be published.