News portal website
before header
[URIS id=5393]

ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ!

0 197

ଭୁବନେଶ୍ବର

ତା-୧୪-୧୦-୨୦୨୦

#ବର୍ଷା_ସହ_ବଜ୍ରପାତ_ଆଶଙ୍କା

ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ

ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ତେବେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।

ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ,ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୧ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାସହ ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ www.austinnews.in ଲଗଇନ କରନ୍ତୁ। #facebookaustinnews

#youtubeaustinnews

#twitteraustinnews ରେ ଆମ ସହ ଯୋଡି ହୋଇ ରୁହନ୍ତୁ।

Leave A Reply

Your email address will not be published.