News portal website
before header
[URIS id=5393]

ନୀରବିଗଲେ ସ୍ୱର ସାମ୍ରାଜ୍ଞୀ;ଲତା ମଙ୍ଗେସକର!

0 296

୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ଲତା ମଙ୍ଗେସକର । ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲ ସାମ୍ନାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ।

Leave A Reply

Your email address will not be published.