News portal website
before header
[URIS id=5393]

କମ୍ଯୁନିଷ୍ଟ ନେତା ଶିବାଜୀ ପଟ୍ଟନାୟକଙ୍କ ଦେହାନ୍ତ।

0 195

ଅଷ୍ଟିନ୍ ନ୍ୟୁଜ୍/ଭୁବନେଶ୍ବର

ତା-୨୩-୦୫-୨୦୨୨

ଭୁବନେଶ୍ୱରର ପୂର୍ବତନ ସାଂସଦ ତଥା ବର୍ଷୀୟାନ କମ୍ୟୁନିଷ୍ଟ ରାଜନେତା ଶିବାଜୀ ପଟ୍ଟନାୟକଙ୍କ ଦେହାନ୍ତ।ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ବିଭିନ୍ନ ରାଜନେତା ସମାଜସେବୀ ଦୁଃଖ ପ୍ରକାଶ କରିଛନ୍ତି।ଏହା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.