News portal website
before header
[URIS id=5393]

୪୪ତମ ଚେସ ଅଲମ୍ପୟାଡ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ମଶାଲ

0 158

ଜୁଲାଇ ୨୮ରେ ମହାବଳିପୁରମରେ ହେବାକୁ ଥିବା ୪୪ ତମ ଚେସ ଅଲମ୍ପୟାଡ ପାଇଁ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛି ମଶାଲ । ରାଜ୍ୟ କ୍ରୀଡା ବିଭାଗ ଓ ଓଡ଼ିଶା ଚେସ ଆସୋସିଏସନର କର୍ମକର୍ତ୍ତାମାନେ ଏହାକୁ ସ୍ୱାଗତ କରିଛନ୍ତି । ରାଜ୍ୟ ଲୋକସେବା ଭବନ କନଭେନସନ ହଲରେ ଏହି ମସାଲକୁ ସ୍ୱାଗତ ସମ୍ବର୍ଦ୍ଧନା କରାଯିବ । ଏହି ମେଗା ଇଭେଣ୍ଟରେ ପଦ୍ମିନୀ ରାଉତଙ୍କ ସମେତ ଓଡ଼ିଶାରୁ ୬ଜଣ ଅଂଶଗ୍ରହଣ କରିଛନ୍ତି ।

Leave A Reply

Your email address will not be published.