News portal website
before header
[URIS id=5393]

୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

0 148

ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଜୁଲାଇ ୧୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Notice
Leave A Reply

Your email address will not be published.