News portal website
before header
[URIS id=5393]

ପୁଣି ୧୦୦୦ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

0 131

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସେଥି ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୨୨ ଜଣ ଆକ୍ରାନ୍ତ ଅଛନ୍ତି। ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩୬୧, କଟକରୁ ୧୩୫, ସୁନ୍ଦରଗଡ଼ରୁ ୧୧୧ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୮,୨୪୦କୁ ବୃଦ୍ଧି ପାଇଛି। 

Notice
Leave A Reply

Your email address will not be published.