News portal website
before header
[URIS id=5393]

ଯଶୱନ୍ତ ସିହ୍ନାଙ୍କୁ ଯିବ ରାଜ୍ୟ କଂଗ୍ରେସ ଭୋଟ ସୂଚନା ଦେଲେ ପିସିସି ସଭାପତି

0 167

ୟୁପିଏ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବେ କଂଗ୍ରେସ ବିଧାୟକ। ଦିଲ୍ଲୀରେ ଫେରିବା ପରେ କଂଗ୍ରେସ ବିଧାୟକ ମାନଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେ ବିଧାୟକ ମାନଙ୍କୁ ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ଅବଗତ କରାଇଛନ୍ତି। କଂଗ୍ରେସର ସମସ୍ତ ଭୋଟ ମିଳିତ ବିରୋଧୀ ଦଳର ପ୍ରାଥି ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବା ପାଇଁ ଏହି ବୈଠକରେ ଆଲୋଚନା ହୋଇଛି। ତେବେ ଯଶୱନ୍ତ ସିହ୍ନା ହାରନ୍ତୁ କି ଜିତନ୍ତୁ ତାଙ୍କୁ ଭୋଟ ଦେବା ପାଇଁ ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ସୂଚନା ଦେଇଛନ୍ତି।

Notice
Leave A Reply

Your email address will not be published.