News portal website
before header
[URIS id=5393]

୨୦ରୁ ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ

0 149

ଏହି ଜୁଲାଇ ୨୦ରୁ ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରାଯାଇପାରିବ। ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି ଯେ, ଜୁଲାଇ ୨୦ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲରେ ଛାତ୍ର ଛାତ୍ରୀ ମାନେ ଆବେଦନ କରିପାରିବେ। ତେବେ ମନ୍ତ୍ରୀ ଆଶଙ୍କା ପ୍ରକାଶ କରିଛନ୍ତି ଯେ CBSE/ICSE ପରୀକ୍ଷା ଫଳ ପ୍ରକାଶ ପାଇ ନଥିବା କାରଣରୁ ଏହି ଅବଧି ବଢ଼ିପାରେ । 

Leave A Reply

Your email address will not be published.