News portal website
before header
[URIS id=5393]

ବକେୟା ବିଦ୍ୟୁତ୍ ବିଲ୍ ପଇଠ କରାଇବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା

0 136

TPCODLନାଁରେ ମିଛ ମେସେଜ ଦେଇ ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ।  ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ୨ ଲକ୍ଷ ୭୫ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ବକେୟା ବିଦ୍ୟୁତ୍ ବିଲ୍ ପଇଠ କରାଇବାକୁ କହି ଲୁଟି ନେଲେ ୨ ଲକ୍ଷ ୭୫ ହଜାର। ଟଙ୍କା ଲୁଟ୍ ନେଇ ସାଇବର ଥାନାରେ ଅଭିଯୋଗ କରିଛନ୍ତି ବରିଷ୍ଠ ନାଗରିକ।

Leave A Reply

Your email address will not be published.