News portal website
before header
[URIS id=5393]

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

0 151

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍‌ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକଡଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତାରେ ଏହି ବୈଠକର ଅନୁଷ୍ଠିତ ହୋଇଥିଲା। ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନୀତିନ ଗଡ଼କରୀ, ରାଜନାଥ ସିଂହ, ଶିବରାଜ ସିଂହ ଚୌହାନ ଏବଂ ବିଏଲ ସନ୍ତୋଷ ପ୍ରମୁଖ ଯୋଗ ଦେଇଥିଲେ।

Notice
Leave A Reply

Your email address will not be published.