News portal website
before header
[URIS id=5393]

୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ

0 120

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୨, ଲୋକାଲ କେସ୍- ୩୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୨୩ ଜଣ ଆକ୍ରାନ୍ତ

ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ। ତେବେ ଖୋର୍ଦ୍ଧାରୁ ସର୍ବାଧତ୍କ ୨୮୨, ସୁନ୍ଦରଗଡ଼ରୁ ୧୪୪, କଟକରୁ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.