News portal website
before header
[URIS id=5393]

ନାଗାବଳୀ ନଦୀ ମଝିରେ ଫସିଗଲେ ୨ ପର୍ଯ୍ୟଟକ

0 141

ରାୟଗଡ଼ା ନାଗାବଳୀ ନଦୀ ମଝିରେ ଫସିଗଲେ ୨ ପର୍ଯ୍ୟଟକ। ରାୟଗଡ଼ା ନିକଟ ଝୁଲାପୋଲ ନିକଟରେ ହଠାତ୍  ବନ୍ୟାପାଣି ଆସିଯିବାରୁ ଫସିଗଲେ। ନଦୀ ମଝିରେ ଥିବା ଏକ ପଥର ଉପରେ ଉଭୟ ପର୍ଯ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଉଦ୍ଧାର ଉଦ୍ୟମ ଜାରି ରଖିଛି। ନଦୀରେ ବନ୍ୟାପାଣି ବୃଦ୍ଧି ପାଉଥିବାବାରୁ ବଢୁଛି ଆଶଙ୍କା।

Notice
Leave A Reply

Your email address will not be published.