News portal website
before header
[URIS id=5393]

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି

0 157

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମାଙ୍କନ ବେଳେ ଉପସ୍ଥିତ ରହିବେ ବିଜେଡି ପ୍ରତିନିଧି । 

Leave A Reply

Your email address will not be published.