News portal website
before header
[URIS id=5393]

୨୪ ଘଣ୍ଟାରେ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ

0 134

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୭୭, ଲୋକାଲ କେସ୍ ୩୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଜଣ ଆକ୍ରାନ୍ତ ଅଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୧୮, ସୁନ୍ଦରଗଡ଼ରୁ ୧୪୧, କଟକରୁ ୭୮ ଚିହ୍ନଟ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮କୁ ବୃଦ୍ଧି ପାଇଛି। 

Notice
Leave A Reply

Your email address will not be published.