News portal website
before header
[URIS id=5393]

NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌

0 193

ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍‌ । ସେ କହିଛନ୍ତି ଯେ, ” ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। “ନିଜ ବିବେକ ଅନୁସାରେ ଭୋଟ ଦେଇଛି, ଦଳ ଆଗକୁ କଣ ନିଷ୍ପତ୍ତି ନେବ ସେ କଥା ପରେ ବୁଝାଯିବ…” କଂଗ୍ରେସର ବରିଷ୍ଠ ବିଧାୟକ ସୁର ରାଉତରାୟ ସମେତ ଅନ୍ୟ ବିଧାୟକ ମାନେ ୟୁପିଏ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ଭୋଟ୍ ଦେଇଥିବା ବେଳେ ମୋକିମ୍  ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି।

Notice
Leave A Reply

Your email address will not be published.