News portal website
before header
[URIS id=5393]

ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ୍‌ ତାରା କହିଲେ ଦଳୀୟ ନିର୍ଦ୍ଦେଶ ମାନିନଥିଲେ କାର୍ଯ୍ୟାନୁଷ୍ଠାନ

0 197

କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ଏବେ ରାଜନୈତିକ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଉପରେ ପ୍ରତିକ୍ରିୟା ରଖି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି , ” ଯଶବନ୍ତ ସିନ୍ନାଙ୍କୁ ଭୋଟ ଦେବା ପାଇଁ ହାଇକମାଣ୍ଡଙ୍କ ନିର୍ଦ୍ଦେଶ ଥିଲା । ଦଳର ନିଷ୍ପତ୍ତି ବାହାରକୁ ଯାଇ ବିଜେପି ପ୍ରାର୍ଥଙ୍କୁ ମୋକିମ୍‌ ଭୋଟ ଦେବା ଦୁଃଖର ବିଷୟ ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି। ସେହିପରି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ନିର୍ଦ୍ଦେଶ ମାନିନଥିବାରୁ ଦଳ ନିଷ୍ପତ୍ତି କରିବ ବୋଲି ତାରାପ୍ରସାଦ ବାହିନୀପତି କହିଛନ୍ତି । 

Notice
Leave A Reply

Your email address will not be published.