News portal website
before header
[URIS id=5393]

ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଧନଖଡ଼

0 150

ପିଏମ୍ ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ‘ଏନ୍‌ଡିଏ’ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ‘ବିଜେପି’ ଜାତୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଅନ୍ୟାନ୍ୟ ନେତାମାନେ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଅଗଷ୍ଟ ୬ ତାରିଖରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ‘ଏନ୍‌ଡିଏ’ର ପ୍ରାର୍ଥୀ ଧନଖଡ଼ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭାଙ୍କ ସହିତ ପ୍ରତିଦ୍ବନ୍ଦ୍ବିତା କରିବେ।

Leave A Reply

Your email address will not be published.