News portal website
before header
[URIS id=5393]

୨୪ ଘଣ୍ଟାରେ ରାଜ୍ୟରେ ୯୪୫ କରୋନା ସଂକ୍ରମିତ ଚିହ୍ନଟ

0 156

ରାଜ୍ୟରେ ପୁଣି ଉପର ମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟାଇନନରୁ ୫୫୩, ଲୋକାଲ କେସ୍ ୩୯୨ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୦ ଜଣ ଆକ୍ରାନ୍ତ ଥିବା ଜଣାପଡିଛି। ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩୭୧, ସୁନ୍ଦରଗଡ଼ରୁ ୧୦୩, କଟକରୁ ୭୫ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୭୩କୁ ବୃଦ୍ଧି ପାଇଛି। 

Notice
Leave A Reply

Your email address will not be published.