News portal website
before header
[URIS id=5393]

ଆଇଏଏସ୍ ‌ସ୍ତରରେ ଅଦଳବଦଳ : ପରାଗ ଗୁପ୍ତା ଓଏଫ୍‌ଡିସି ଅଧ୍ୟକ୍ଷ

0 348

ଭୁବନେଶ୍ୱର

ତା-୨୮-୧୦-୨୦୨୦

ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳ ବଦଳ କରିଛନ୍ତି ।ବରିଷ୍ଠ ଆଇଏଏସ୍ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି ।

ସୁରେନ୍ଦ୍ର ବର୍ତ୍ତମାନ ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ରହିଛନ୍ତି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ରେ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି। ୟେଦୁଲା ବିଜୟଙ୍କୁ ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଅବସ୍ଥାପିତ କରାଯାଇଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।

www.austinnews.in

www.facebookaustinnews.in

www.youtubeaustinnews.in

www.twitteraustinnews.in

Leave A Reply

Your email address will not be published.