News portal website
before header
[URIS id=5393]

ରାଉରକେଲାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

0 141

ରାଉରକେଲା ମହାନଗରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ରାଜ୍ୟରେ ସତର୍କତା ଅବଲମ୍ବନ କରିବା ପାଇଁ ବିଭିନ୍ନ ସହରରେ ଏଭଳି ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ରାଉରକେଲା ମହାନଗର ନିଗମ କମିଶନର ଶୁଭଙ୍କର ମହାପାତ୍ର ସୂଚନା ଦେଇଛନ୍ତି ଯେ ବର୍ତ୍ତମାନ ମାସ୍କ ବାଧ୍ୟତାମୂଳକ । ସର୍ବସାଧାରଣ ସ୍ଥାନ ଓ ଦୋକାନ ବଜାର ଯିବା ବେଳେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ପ୍ରଥମେ ଲୋକମାନଙ୍କୁ ସଚେତନ କରାଯିବ ବୋଲି କମିଶନର କହିଛନ୍ତି। 

Notice
Leave A Reply

Your email address will not be published.