News portal website
before header
[URIS id=5393]

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

0 177

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୩ରୁ ୨୬ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ। ୨୫ରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।

Notice
Leave A Reply

Your email address will not be published.