News portal website
before header
[URIS id=5393]

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

0 167

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ଏଠାରେ ସୂଚନାଯୋଗ୍ୟ ଯେ  ଆସନ୍ତା କାଲି ଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୫ରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ।

Notice
Leave A Reply

Your email address will not be published.