News portal website
before header
[URIS id=5393]

ସ୍କୁଲ ମିଶ୍ରଣ ନେଇ ବଦଳିଲା ସରକାରଙ୍କ ନିଷ୍ପତ୍ତି!

0 200

ଭୁବନେଶ୍ୱର:

ତା-୨୨-ନଭେମ୍ବର-୨୦୨୦

ବହୁ ବିରୋଧ ପରେ ସ୍କୁଲ ମିଶ୍ରଣ ନେଇ ବଦଳିଲା ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ଏଣିକି ୨୦ ନୁହେଁ  ୧୫ରୁ କମ୍ ପିଲା ଥିବା ସ୍କୁଲର ମିଶ୍ରଣ ନିଷ୍ପତ୍ତି ହୋଇଥିବା ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ  ଦାଶ।

ସିଡୁଲ ଏରିଆରେ ପାଖାପାଖି ୩ ହଜାର ସ୍କୁଲ ଥାଇପାରେ। ରାଜ୍ୟରେ ୭୭୭୨ ସ୍କୁଲ୍‌କୁ ମିଶ୍ରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସେଥିମଧ୍ୟରୁ ୧୭୨୪ଟି ସ୍କୁଲ୍ ସିଡୁଲ ଓ ନନସିଡୁଲ ଏରିଆରେ ଅଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ୧୭୨୪ ସ୍କୁଲ୍‌ରେ ୨୫ ଓ ୪୦ରୁ କମ୍ ଛାତ୍ରଛାତ୍ରୀ ଅଛନ୍ତି। ୬୦୪୮ ସ୍କୁଲରେ ୨୦ରୁ କମ୍ ଛାତ୍ରଛାତ୍ରୀ ରହିଛନ୍ତି ବୋଲି ସେ କହିଛନ୍ତି। 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.