News portal website
before header
[URIS id=5393]

ପରୀ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

0 251

ଭୁବନେଶ୍ବର: 

ତା-୨୫-୧୧-୨୦୨୦

ବହୁ ଚର୍ଚ୍ଚିତ ପରୀ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ସୂଚନା ଦେଇଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର। ପରି ମୃତ୍ୟୁ ଓ ତା ବାପମାଙ୍କ ବିଧାନସଭା ଆଗରେ ଆତ୍ମହୁତି ଦେବା ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର। ପରି ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏହି ମାମଲାରେ 4ଜଣ ଙ୍କ ପାଲିଗ୍ରାଫ ଟେଷ୍ଟ ହୋଇଛି। 34 ଜଣ ସଂଦିଗ୍ଦ ଓ ଗ୍ରାମବାସୀଙ୍କୁ ପଚରାଉଚରା କରାଯାଇଛି। ତେବେ ପୋଷ୍ଟମର୍ଟମ ରିପୋର୍ଟରୁ ମୃତ୍ୟୁ ଜଣାପଡି ନାହିଁ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.