News portal website
before header
[URIS id=5393]

ପାଠକ ଲିଙ୍କରେ ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

0 216

Notice

ଭୁବନେଶ୍ବର:

ତା-୨୯-୧୧-୨୦୨୦

କୋଟିପତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ଲିଙ୍କରେ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ଲୋକ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଳ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଦଳ କହିଛି । ପାଠକ ବାପ-ପୁଅଙ୍କ ସହ ସଂପର୍କକୁ ନେଇ ଗତ କିଛିଦିନ ହେବ ବିବାଦୀୟ ହୋଇଥିଲେ ପ୍ରଦୀପ ପାଣିଗ୍ରାହୀ ।ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ବିବାହ କରିଥାନ୍ତେ। କିନ୍ତୁ ଏହା ପୂର୍ବରୁ ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ । ତାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି।  ସେ ଏବେ ଝାରପଡା ଜେଲରେ ରାତି କାଟୁଛନ୍ତି। 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.