ଭୁବନେଶ୍ବର:

ତା-୩-୧୨-୨୦୨୦
ବହୁ ଚର୍ଚ୍ଚିତ ନୟାଗଡର ୫ ବର୍ଷର ଶିଶୁ ପରୀ ହତ୍ୟା ମାମଲାରେ ପରିବାରକୁ ସୁରକ୍ଷା ଦେବାକୁ ହାଇକୋର୍ଟ ନୟାଗଡର SPଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ମାମଲାରେ ଅପଡେଟ ଷ୍ଟାଟସ ରିପୋର୍ଟ ଦେବାକୁ କୋର୍ଟ କହିଛନ୍ତି । ଆସନ୍ତା ୧୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।ପରୀ ହତ୍ୟା ମାମଲାରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା । ମାମଲାର ସିବିଆଇ ତଦନ୍ତ ଏବଂ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା କ୍ଷତି ପୂରଣ ଦେବାକୁ ଭାରତୀୟ ବିକାଶ ପରିଷଦ ଦାବି କରିଥିଲା । ଆଜି ଏହି ମାମଲାରେ ହାଇକୋର୍ଟରେ ଶୁଣାଣି ହୋଇଛି ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia
