News portal website
before header
[URIS id=5393]

ଅଫଲାଇନ୍‌ରେ ହେବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା

0 237

ଭୁବନେଶ୍ବର: 

Notice

ତା-୩-୧୨-୨୦୨୦

ଅଫଲାଇନ୍‌ରେ ହେବ ଦଶମ ଓ ଯୁକ୍ତ ଦୁଇ  ପରୀକ୍ଷା । ଆଗକୁ ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ସୂଚନାଯୋଗ୍ୟ ଯେ ଅଫଲାଇନ୍‌ରେ  ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି।  ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ  ପରୀକ୍ଷା ହେବ ବୋଲି ଜଣାପଡ଼ିଛି  ।ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସ୍କୁଲ୍ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.