News portal website
before header

ସୁଶାନ୍ତଙ୍କ ସ୍ମୃତିକୁ ତାଜା ରଖିବା ପାଇଁ ପରିବାର ଲୋକେ କଲେ ବଡ଼ ଘୋଷଣା : ଜାଣନ୍ତୁ କ’ଣ?

ମୁମ୍ବାଇ ୨୮/୬/୨୦୨୦ ସୁଶାନ୍ତ ସିଂହଙ୍କ ପରଲୋକକୁ ଅନେକ ଦିନ ହୋଇ ସାରିଛି । ସୁଶାନ୍ତ ସିଂହଙ୍କ ପରିବାର ଏବଂ ତାଙ୍କ ପ୍ରଶଂସକ ଏବେ ବି ଦୁଃଖରୁ ବାହାରି ପାରି ନାହାନ୍ତି। ଏହି ସମୟରେ ତାଙ୍କ ପରିବାର ଏକ ଷ୍ଟେଟମେଣ୍ଟ ଫ୍ୟାନଙ୍କ ପାଇଁ ଜାରି କରିଛନ୍ତି। ଏହି ଷ୍ଟେଟମେଣ୍ଟ

ଯାତ୍ରୀ ବାହୀ ଟ୍ରେନ ବାତିଲ! ହେଲେ କେତେଦିନ?

ନୂଆଦିଲ୍ଲୀ ତା-୨୫-୦୬-୨୦୨୦ ବର୍ତ୍ତମାନ କରୋନାର ଭୟବହତାକୁ ଲକ୍ଷ୍ଯ କରାଯାଇ ଭାରତୀୟ ରେଳବାଇ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି। କେବଳ ମାଲବାହୀ ଟ୍ରେନକୁ ଛାଡିଦେଲେ, ଅନ୍ୟ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳ ସ୍ଥଗିତ କରାଯାଇଛି। ରେଳବାଇ ପକ୍ଷରୁ ସୂଚନାଆସନ୍ତା ୧୨ଅଗଷ୍ଟ

ରଥଯାତ୍ରା! ପୁରୀରେ ଆରମ୍ଭ ହେଲା ଜୋରଦାର ପ୍ରସ୍ତୁତି

ପୁରୀ: ସୁପ୍ରିମ କୋର୍ଟରେ ରଥଯାତ୍ରା ପୁନର୍ବିଚାର ପ୍ରସଙ୍ଗକୁ ନେଇ ଚାଲିଥିବା ମାମଲାର ଶୁଣାଣି ଶେଷ ହୋଇ ନଥିବା ବେଳେ ରଥଯାତ୍ରା ପାଇଁ ଜଗନ୍ନାଥ ଧାମ ପୁରୀରେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇ ଯାଇଛି। ରଥଟାଣିବା ପାଇଁ ରଥଖଳାରେ ୭ଜଣ ଡାହୁକ ଆସି

କରୋନାରେ ଆଉ ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନାର ସ୍ଥିତି । ଗତକାଲି କରୋନା ମହାମାରୀରେ ୨ଜଣ ଆକ୍ରାନ୍ତ ଜୀବନ ହାରିଥିବା ବେଳେ ଆଜି ଆଉ ଜଣେ କୋଭିଡ-୧୯ ଭୁତାଣୁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜମ ଜିଲ୍ଲାର ବୋଲି ଜଣାପଡ଼ିଛି।

ପୁରୀରେ ତିନି ରଥରେ ବିଜେ ହେଲା ଆଜ୍ଞାମାଳ

ପୁରୀ: ଆଜି ଆଷାଢ଼ ଶୁକ୍ଳପକ୍ଷ ପ୍ରତିପଦା ତିଥି। ପରମ୍ପରା ଅନୁସାରେ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି। ତିନି ରଥରେ ବିଜେ ହୋଇଛି ଆଜ୍ଞାମାଳ। ପ୍ରଥମେ ତାଳଧ୍ବଜ, ତା’ପରେ ନନ୍ଦିଘୋଷ ଓ ଶେଷରେ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ପାରମ୍ପରିକ ସେବକମାନଙ୍କ ଦ୍ବାରା ଏହି ନୀତି