News portal website
before header
Browsing Tag

+2

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା

ଆଜି ଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ଦୁଇ ନାମଲେଖା ହେବ ।www.samsodisha.gov.in ରେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଅଗଷ୍ଟ ୧୭ରେ ପ୍ରଥମ ମେରିଟ୍ ଲିଷ୍ଟ୍