News portal website
before header
Browsing Tag

Cabinet meeting

୪ ଜିଲ୍ଲାକୁ ମନରେଗା ଯୋଜନାରେ ଅଧିକ ୨୦୦ ଦିନ କାମ

ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୪ ଜିଲ୍ଲାକୁ ମନରେଗା ଯୋଜନାରେ ଅଧିକ ୨୦୦ ଦିନ କାମ ଯୋଗାଇବେ ରାଜ୍ୟ ସରକାର। ଏହି ୪ ଜିଲ୍ଲା ହେଉଛି ବଲାଙ୍ଗିର, କଳାହାଣୀଡି, ବରଗଡ଼, ନୂଆପଡ଼ା । ଏହି ଜିଲ୍ଲା ଗୁଡ଼ିକର ୨୦ ବ୍ଲକରେ ଲାଗୁ ହେବ ଏହି ନିଷ୍ପତ୍ତି। ଦାଦନ…

କ୍ୟାବିନେଟ ନିଷ୍ପତ୍ତି ରାୟଗଡ଼ା ଜିଲ୍ଲାରେ ୩ଟି ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ‘JJM- ଜଳ ଜୀବନ ମିଶନ’, ରାୟଗଡ଼ା ଜିଲ୍ଲାରେ ୩ଟି ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏହା ଦ୍ଵାରା ୨ଟି ବ୍ଲକର ୧୫ଟି ଗ୍ରାମପଞ୍ଚାୟତର ୩୫, ୪୦୦ ଲୋକ ପାନୀୟ ଜଳ ସୁବିଧା ପାଇବେ। ପାନୀୟ ପ୍ରକଳ୍ପକୁ କ୍ୟାବିନେଟରେ…

୧୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର : ଜୁଲାଇ ୧୯ ତାରିଖ ପୂର୍ବାହ୍ନ ୧୦ଟାରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ବୈଠକ ବସିବା ନେଇ ସୂଚନା ମିଳିଛି । ତେବେ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ…