୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ
ଆସନ୍ତା ୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ। ଘେରାଉ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେହିପରି ୨୨ରେ ସବୁ ଜିଲ୍ଲା ମୁଖ୍ୟାଳୟରେ ପ୍ରତିକାତ୍ମକ ପ୍ରତିବାଦ କରିବ କଂଗ୍ରେସ। ସୋନିଆ ଗାନ୍ଧିଙ୍କୁ EDର ଦ୍ୱିତୀୟ ସମନର ପ୍ରତିବାଦ କରିବ କଂଗ୍ରେସ ।
