News portal website
before header
Browsing Tag

Deo

ଭାଇରାଲ ହେଲା ସ୍କୁଲ ପିଲାଙ୍କୁ କାମ କରାଇବାର ଭିଡିଓ ପ୍ରଧାନଶିକ୍ଷକଙ୍କୁ ସସପେଣ୍ଡ କଲେ ଯାଜପୁର ଡିଇଓ

ସ୍କୁଲ ପିଲାଙ୍କୁ କାମ କରାଇବାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବା ପରେ ସସପେଣ୍ଡ ହେଲେ ଯାଜପୁର ଜିଲ୍ଲା ବାହାଦୁରନଗର ନୋଡାଲ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାସ । ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି  ଯାଜପୁର ଜିଲ୍ଲା ଶିକ୍ଷାଧିକାରୀ । ବଡ଼ଚଣା…