News portal website
before header
Browsing Tag

draupadi murmu

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ଏଠାରେ ସୂଚନାଯୋଗ୍ୟ ଯେ 

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୩ରୁ ୨୬ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ। ୨୫ରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବ ପାଳିଲେ ବିଜେଡି ଓ ବିଜେପି

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିପୁଳ ଭୋଟ୍ ରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ମୁର୍ମୁଙ୍କ ବିଜୟ ଖୁସିରେ ଓଡ଼ିଶାରେ ଉଭୟ ବିଜୁ ଜନତା ଦଳ ଓ ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ପାରମ୍ପରିକ ନୃତ୍ୟ, ବାଜା-ବାଣ ଓ ମିଠା

ରାଷ୍ଟ୍ରପତି ନିର୍ବାଚନ : ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଚାଲିଛି ୫୦ କ୍ୱିଣ୍ଟାଲ ଲଡୁ ପ୍ରସ୍ତୁତି

ଆଜି ଦେଶକୁ ମିଳିବାକୁ ଯାଉଛି ନୂଆ ରାଷ୍ଟ୍ରପତି। ଭୋଟ ଗଣତି ଜାରି ରହିଛି । ତେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ନିଶ୍ଚିତ । ଫଳାଫଳ ଆସିବା ପୂର୍ବରୁ ତାଙ୍କ ଗାଁ ରାଇରଙ୍ଗପୁରର ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। ଦ୍ରୌପଦୀ ମୁର୍ମୁ ହେବେ

NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌

ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍‌ । ସେ କହିଛନ୍ତି ଯେ, " ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। "ନିଜ ବିବେକ

ଆଜି ରାଷ୍ଟ୍ରପତି ନିର୍ବାଚନ

ଆଜି ରାଷ୍ଟ୍ରପତି ନିର୍ବାଚନ । ଭାରତର ୧୬ତମ ରାଷ୍ଟ୍ରପତି ପାଇଁ ଆଜି ହେବାକୁ ଯାଉଛି ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଓଡ଼ିଶା ବିଧାନସଭା ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠକୁ ବୁଥ୍ କେନ୍ଦ୍ର କରାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା

ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ୱୀ – ‘ଆମେ ରାଷ୍ଟପ୍ରତି ଭବନରେ ମୂର୍ତ୍ତି ଚାହୁଁନୁ’

ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏବେ ମାହୋଲ ସରଗରମ । ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଏକ ପ୍ରକାର ସୁନିଶ୍ଚିତ । ଏହାରି ଭିତରେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କରି କହିଛନ୍ତି,